Masthead

ଆସୁଛି କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି କାଳବୈଶାଖୀ । ତାତିରୁ ମିଳିବ ଆଶ୍ୱସ୍ତି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ଗୋଟିଏ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସହ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ୨୨ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଅଧାରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ୫୦ କିମି ବେଗରେ ପବନ ବହିପାରେ । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସୋନପୁର, ବରଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ