Masthead

ଯୋଡ଼ା ମୁଣ୍ଡ ଶିଶୁପୁତ୍ର

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ଯୋଡ଼ା ମୁଣ୍ଡବିଶିଷ୍ଟ ଶିଶୁପୁତ୍ର ଜନ୍ମ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବିରଳ ଶିଶୁପୁତ୍ର ଜନ୍ମ ହୋଇଛି। ଶିଶୁଟିର ଦୁଇଟି ମୁଣ୍ଡ ରହିଛି । ଦୁଇଟି ମସ୍ତକ ଥିବା ଏହି ଅଦ୍ଭୁତ ଶିଶୁପୁତ୍ରକୁ ଦେଖିବା ପାଇଁ କିଛି ସମୟ ଲୋକଙ୍କ ଭିଡ଼ ଜମିଥିଲା ।

ଠାକୁରପଡା ପଞ୍ଚାୟତ ରାଇଡିହା ଗ୍ରାମର ମୂରଲୀଧର ନାଏକଙ୍କ ପତ୍ନୀ ବାସନ୍ତୀ ନାଏକଙ୍କ ପ୍ରସବ ବେଦନା ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଶନିବାର ସକାଳ ବାସନ୍ତି ଏହି ଅଦ୍ଭୁତ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ । ଜନ୍ମର ଏକ ଘଣ୍ଟା ପରେ ଉକ୍ତ ସନ୍ତାନର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି