Masthead

ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ

(ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ । ଏସଏଏମଏସ ପୋର୍ଟାଲରେ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ଆଡମିଶନ ନେଇ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ହାଇ ପାଓ୍ବାର କମିଟି ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ନାମଲେଖା ପରେ ୟୁଜିସି ଗାଇଡଲାଇନ ମୁତାବକ ପାଠପଢ଼ା ଆରମ୍ଭ ହେବ । କମିଟିର ନିଷ୍ପତି ମୁତାବକ କରୋନା ପାଇଁ କୌଣସି ଆଡ଼ମିଶନ ଫି ବୃଦ୍ଧି କରାଯିବନାହିଁ ।

ଅକ୍ଟୋବରରୁ କ୍ଳାସ ଆରମ୍ଭ ପାଇଁ ୟୁଜିସି ସମୟ ଦେଇଛି । ଯୁକ୍ତ ଦୁଇରେ ମୋଟ ୫୪ ହଜାର ୯୦୦ସିଟ୍ ବୃଦ୍ଧି କରାଯାଇଛି । ୭୨ ହଜାର ସିଟ୍ ବୃଦ୍ଧି ପାଇଁ ଆବେଦନ କରିଥିଲେ ବିଭିନ୍ନ ସ୍କୁଲ । କଳାରେ ସିଟ୍ ବୃଦ୍ଧି ପାଇଁ ୪୦ହଜାର ଆବେଦନ ଆସିଥିଲା କିନ୍ତୁ ୩୮ହଜାର ସିଟ୍ ବୃଦ୍ଧି ପାଇଁ ଅନୁମତି ଦିଆଯାଇଛି । ବିଜ୍ଞାନରେ ସିଟ୍ ବୃଦ୍ଧି ପାଇଁ ୨୫ହଜାର ଆବେଦନ ଆସିଥିଲା ୧୩ ହଜାରକୁ ଅନୁମତି ଦିଆଯାଇଛି । ବାଣିଜ୍ୟରେ ୪ହଜାର ଆବେଦନରୁ ୩ ହାଜର ୯୦୦ ସିଟକୁ ଅନୁମତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି