Masthead

ଅବକାରୀ ବିଭାଗ ହାତରେ ଧଳାଜହର ବେପାରୀ

ନୀଳଗିରି(ବଡ଼ ଖବର ବ୍ୟୁରୋ):ନୀଳଗିରିରେ ଧଳାଜହର କାରବାର ବଢ଼ିବାରେ ଲାଗିଛି | ନିୟମିତ ଆନ୍ତରାଳରେ ଧଳାଜହର ବେପାରୀଙ୍କୁ ଗିରଫ କରିବାରେ ସକ୍ଷମ ହେଉଛି ନୀଳଗିରି ଅବକାରୀ ବିଭାଗ | ଗତକାଲି ଅବକାରୀ ଇନ୍ସପେକ୍ଟର ଗାଲୁରାମ ସୋରେନ ଓ ନୀଳଗିରି ଅବକାରୀ ଭାରପ୍ରାପ୍ତ ଅଧିକାରୀ ନୃସିଂହ ରଥଙ୍କ ସମେତ ପୁରା ଟିମ ଛଦ୍ମବେଶରେ ଆସି ସନ୍ତରାଗଡ଼ିଆ ସରକାରୀ ମଦ ଦୋକାନ ପାଖରେ ଥିବା ପାନ ଦୋକାନରେ ଚଢ଼ାଉ କରି ଆନୁମାନିକ ଛଅ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିବା ସହ, ଧଳାଜହର ବେପାରୀ ଜଗଦ୍ଦିଶ ପାଣିଗ୍ରାହୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି |

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା