Masthead

ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ। ସେ ଏମ୍ସ ଅଭିମୁଖେ ଯାଇଛନ୍ତି। ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିବେ। ଏହି ଅବସରରେ ସେ ଭୁବନେଶ୍ୱର ଏବଂ ବାଲେଶ୍ୱରରେ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ଦେଖିବେ। ଏହାପରେ ଭୁବନେଶ୍ୱରରେ ସମୀକ୍ଷା ବୈଠକ ହେବ। ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ବିଭିନ୍ନ ଆବଶ୍ୟକତା ନେଇ ଆଲୋଚନା ହେବ ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଏହାଛଡ଼ା ସେ କଟକ ବଡ଼ ମେଡିକାଲକୁ ମଧ୍ୟ ଯିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ