Masthead

କୁସ୍ତି ମହାସଂଘ ନିର୍ବାଚନକୁ ଅବୈଧ ଘୋଷଣା କଲା କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତି ମହାସଂଘ ନିର୍ବାଚନକୁ ଅବୈଧ ଘୋଷଣା କଲା କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ । ମେ ୭ ରେ ନିର୍ବାଚନ ହେବାକୁ ଥିବା ବେଳେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ଏହାକୁ ଅବୈଧ ଘୋଷଣା କରିଛି । ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ ସଂଘକୁ ଏକ ଚିଠି ଲେଖାଯାଇଛି । ଆସନ୍ତା ୪୫ ଦିନ ମଧ୍ୟରେ ଆଇଓଏ ଏକ ଆଡ୍ ହକ୍ କମିଟି ଗଠନ କରି ଡବ୍ଲୁଏଫଆଇ ନିର୍ବାଚନ ଶେଷ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହି ଚିଠିରେ ଯୌନ ନିର୍ୟାତନା ମାମଲା ବାବଦରେ ମଧ୍ୟ ଉଲ୍ଲେଖ କରାଯାଇଛି ।

ଡବ୍ଲୁଏଫଆଇର ଅଧ୍ୟକ୍ଷ ବ୍ରିଜଭୂଷଣ ସିଂଙ୍କ ବିରୋଧରେ ଯୌନ ନିର୍ୟାତନା ଅଭିଯୋଗ ରହିଛି । ତାଙ୍କ ବିରୋଧରେ ଏଫଆଇଆର ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟ ଯାଇଛନ୍ତି କୁସ୍ତିଯୋଦ୍ଧା । ରେସଲିଂ ଫେଡେରସନ ଅଫ ଇଣ୍ଡିଆର ମୁଖ୍ୟ ତଥା ଅନ୍ୟ ପ୍ରଶିକ୍ଷକମାନେ ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ କରୁଥିବା ଅଭିଯୋଗ କରିଆସୁଛନ୍ତି । ପୋକ୍ସୋ ଆଇନ ଅନୁସାରେ ଦଫା ଲଗାଇବାକୁ ଦାବି କରିଛନ୍ତି କୁସ୍ତିଯୋଦ୍ଧା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ