Masthead

ଦ୍ୱିତୀୟ ଦେଶ ଭାବେ ମାସ୍କ ମୁକ୍ତ ହେଲା ଆମେରିକା

(ବଡ଼ ଖବର ବ୍ୟୁରୋ): କରୋନାକୁ ମାତ ଦେଲା ଆମେରିକା । ଦ୍ୱିତୀୟ ଦେଶ ଭାବେ ମାସ୍କ ମୁକ୍ତ ହୋଇଛି ଆମେରିକା । ଆମେରିକାରେ ଲୋକେ ଆଉ ମାସ୍କ ପିନ୍ଧିବେ ନାହିଁ । ସାମାଜିକ ଦୂରତା ମଧ୍ୟ ଜରୁରୀ ନୁହେଁ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ସିଡିସିର ଘୋଷଣା ପରେ ବିନା ମାସ୍କରେ ମିଡିଆ ଆଗକୁ ଆସିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ।

ଏହା ଆମେରିକାର ଏକ ଐତିହାସିକ ସଫଳତା ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି । ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନ ପକ୍ଷରୁ କୁହାଯାଇଛି ଯେ ଆମେରିକାରେ ଶତ ପ୍ରତିଶତ ହୋଇଛି ସଂମ୍ପୂର୍ଣ୍ଣ ଟିକାକରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା