Masthead

ଉତ୍ତରାଖଣ୍ଡରେ ଜଳପ୍ରଳୟ ନେଲା ୫୨ ଜୀବନ

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଜଳପ୍ରଳୟ ଯୋଗୁ ୫୨ ଲୋକଙ୍କର ଜୀବନ ଯାଇଛି। ଲଗାଣ ବର୍ଷା ପରେ ବନ୍ୟା ବିତ୍ପାତ ଦେଖା ଦେଇଛି । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି, ଯୋଗାଯୋଗ ଠପ୍ ହୋଇପଡ଼ିଛି। ଏବେବି ଅନେକ ସ୍ଥାନରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ରାସ୍ତାଘାଟ ଜଳାଣ୍ଣବ । ବୁଧବାର ସନ୍ଧ୍ୟା ୬ଟା ପରେ ଜଳସ୍ତର ବଢିଥିଲା  ରାଜ୍ୟର ପାହାଡିଆ ଅଞ୍ଚଳରେ ପାଣି କମିଥିବା ବେଳେ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି । କେଉଁଆଡେ ଯିବାକୁ ହେଲେ ବନ୍ୟାଜଳ ଦେଇ ଯିବାକୁ ପଡୁଛି ।

ରାଜ୍ୟରେ ପରିସ୍ଥିତିର ମୁକାବିଲା ପାଇଁ ଏନଡିଆରଏଫ ଟିମ୍ ନିୟୋଜିତ ହୋଇଛି । ୧୩୦୦ରୁ ଅଧିକଙ୍କୁ ବନ୍ୟା ପ୍ରଭାବିତ ଅଞ୍ଚଳରୁ ଉଦ୍ଧାର କରାଯାଇଛି । ପର୍ଯ୍ୟଟକଙ୍କ ସମେତ ଅନେକ ଲୋକ ଏବେବି ନିଖୋଜ ଅଛନ୍ତି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ଜିଲ୍ଲାକୁ ୧୦ କୋଟି ଲେଖାଏ ଘୋଷଣା କରିଛନ୍ତି  । ଏହାସହ ମୃତକଙ୍କ ପରିବାରକୁ ସରକାର ୪ ଲକ୍ଷ ଟଙ୍କାର ସହାୟତା ରାଶି ଦେବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ