Masthead

ଦେଶରେ ଟୀକାକରଣ ୯୦ କୋଟି ଟପିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ଆୟତ୍ତ୍ୱ ହେବାରେ ଲାଗିଛି । ଏହା ମଧ୍ୟରେ ଭାରତରେ ପ୍ରାୟ ୯୦ କୋଟିରୁ ଅଧିକ ଟୀକାକରଣ ହୋଇଥିବାର କଥା ସାମ୍ନାକୁ ଆସିଛି । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ, ଜୟ କିସାନ ନାରା ଦେଇଥିଲେ । ସେପଟେ ଅଟଳ ବିହାରୀ ବାଜପେୟୀ ଜୟ ବିଜ୍ଞାନକୁ ଯୋଡ଼ିଥିଲେ ।

ହେଲେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଅନୁସନ୍ଧାନ ନାରା ଦେଇଛନ୍ତି । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଭାରତ ବର୍ଷରେ ହେଉଥିବା ଟୀକାକରଣ । ପ୍ରଧାନମନ୍ତ୍ରୀଙ୍କ ପ୍ରଚେଷ୍ଟା ଫଳରେ ଦେଶରେ ୯୦ କୋଟିରୁ ଅଧିକ ଟୀକାକରଣ ସମ୍ଭବ ହୋଇପାରିଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଟ୍ୱିଟ କରି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି