Masthead

୧୨ ରୁ ୧୮ବର୍ଷ ପିଲାଙ୍କ ପାଇଁ ଉପଲବ୍ଧ ହେବ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ୧୨ ରୁ ୧୮ବର୍ଷ ପିଲାଙ୍କ ପାଇଁ ଉପଲବ୍ଧ ହେବ ଟିକା । ଏନେଇ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର । ଫାର୍ମାସ୍ୟୁଟିକାଲ କମ୍ପାନୀ ଜିଡସ୍ କ୍ୟାଡିଲା ଦ୍ୱାରା ନୂତନ ଟିକା ପ୍ରସ୍ତୁତ କରାଯାଉଛି ।

ତେବେ ଡିଏନ୍ଫଶ ଟିକା ପ୍ରସ୍ତୁତ କରୁଥିବା ଏହି କମ୍ପାନୀ ୧୨ ରୁ ୧୮ବର୍ଷ ପିଲାମାନଙ୍କ ପାଇଁ ଏହାର କ୍ଲିନିକାଲ ପରୀକ୍ଷା ଶେଷ କରିଛି । ଦେଶରେ ଡୋଜର ଅଭାବ ମଧ୍ୟରେ କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ବର୍ଷ ଶେଷ ସୁଦ୍ଧା ସମସ୍ତ ଉତ୍ସରୁ ମୋଟ ୧୩୫କୋଟି ଟିକା ଉପଲବ୍ଧ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା