୧୨ ରୁ ୧୮ବର୍ଷ ପିଲାଙ୍କ ପାଇଁ ଉପଲବ୍ଧ ହେବ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ୧୨ ରୁ ୧୮ବର୍ଷ ପିଲାଙ୍କ ପାଇଁ ଉପଲବ୍ଧ ହେବ ଟିକା । ଏନେଇ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛନ୍ତି କେନ୍ଦ୍ର ସରକାର । ଫାର୍ମାସ୍ୟୁଟିକାଲ କମ୍ପାନୀ ଜିଡସ୍ କ୍ୟାଡିଲା ଦ୍ୱାରା ନୂତନ ଟିକା ପ୍ରସ୍ତୁତ କରାଯାଉଛି ।

ତେବେ ଡିଏନ୍ଫଶ ଟିକା ପ୍ରସ୍ତୁତ କରୁଥିବା ଏହି କମ୍ପାନୀ ୧୨ ରୁ ୧୮ବର୍ଷ ପିଲାମାନଙ୍କ ପାଇଁ ଏହାର କ୍ଲିନିକାଲ ପରୀକ୍ଷା ଶେଷ କରିଛି । ଦେଶରେ ଡୋଜର ଅଭାବ ମଧ୍ୟରେ କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ବର୍ଷ ଶେଷ ସୁଦ୍ଧା ସମସ୍ତ ଉତ୍ସରୁ ମୋଟ ୧୩୫କୋଟି ଟିକା ଉପଲବ୍ଧ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’