Masthead

ଡ୍ରୋନରେ ଯିବ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଡ୍ରୋନରୁ କରୋନା ଟିକା ଯୋଗାଇବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଡ୍ରୋନ୍ ମାଧ୍ୟମରେ ଟିକା ଯୋଗାଇବାର ସମ୍ଭାବନାକୁ ଅନୁଧ୍ୟାନ କରିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଗୁରୁବାର ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) କୁ ଏକ ଅଧ୍ୟୟନ ଅନୁମତି ଦେଇଛି।

ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି), କାନପୁରର ସହଯୋଗରେ ଆଇସିଏମଆର ଏହି ଅଧ୍ୟୟନ କରିବ। ମାନବବିହୀନ ବିମାନ ସିଷ୍ଟମ ନିୟମ, ୨୦୨୧ ଅନୁଯାୟୀ ସର୍ତ୍ତମୂଳକ ଭାବରେ ଅଧ୍ୟୟନର ଏହି ଛାଡକୁ ଆଇସିଏମଆରକୁ ଅନୁମତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା