ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛାତ୍ର ସଂସଦ ନିର୍ବାଚନ ପାଇଁ କାଲି ପଡ଼ିବ ଭୋଟ୍‌ । ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର।  ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା । ହ୍ବାଇ ଆଇ ଷ୍ଟାଣ୍ଡ ମିଟିଂ ବେଳେ ଉତ୍ତେଜନା ।  ଏବିଭିପି ଓ ବିସିଜେଡି ଛାତ୍ରଙ୍କ ମଧ୍ୟରେ କଥା କଟାକଟି ।  ସଭାସ୍ଥଳରେ ଛାତ୍ରଛାତ୍ରୀଙ୍କ ଚେୟାର ଭଙ୍ଗାରୁଜା ।  ମୁହାଁମୁହିଁ ହେଲେ ଦୁଇ ବିପକ୍ଷ। ସଭାରେ ଉଡି଼ଲା ଚେୟାର।  ସୃଷ୍ଟିହେଲା ରକ୍ତାକ୍ତ ପରିସ୍ଥିତି। ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା। ଏବିଭିପି ଓ ବିସିଜେଡି ପ୍ରାର୍ଥୀ ମୁହାଁମୁହିଁ । ବାଣୀବିହାର କ୍ୟାମ୍ପସରେ ସଭା ଚାଲିଥିବା ବେଳେ ହଠାତ୍ ବଢ଼ିଥିଲା ଉତ୍ତେଜନା। ସ୍ଥିତି ଏପରି ହୋଇଥିଲା ଯେ, ସଭାସ୍ଥଳରେ ଉଡ଼ିଥିଲା ଚେୟାର। ହୋଇଥିଲା ଭଙ୍ଗାରୁଜା ପରିସ୍ଥିତି । ଘଟଣାସ୍ଥଳରେ ଛାତ୍ରଙ୍କୁ ବୁଝାସୁଝା କରୁଛନ୍ତି ଡିସିପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଂ ପାଲଟିଲା ରଣକ୍ଷେତ୍ର 🔴 ସରିଲା ପ୍ରଚାର, ଆଜି ‘‘WHY I STAND FOR’ ମିଟିଂ 🔴 ଗ୍ୟାସ୍ ପାଇପ୍ ଲାଇନ୍ ଫାଟି ଅଗ୍ନିକାଣ୍ଡ 🔴 ସୁକମାରେ ବିପୁଳ ମାଓ ଡମ୍ପ ଜବତ 🔴 ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା 🔴 ୧୩ରେ ଲଘୁଚାପ! 🔴 ଆଜି ଦିଲ୍ଲୀରେ ପୁଣି କଂଗ୍ରେସର ପ୍ରତିବାଦ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ