Masthead

ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଳଙ୍ଗା ନାବାଳିକା ପୋଡି ଘଟଣା ।  ଆଜି ଦିଲ୍ଲୀ ଏମ୍ସରେ ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ ।  ଅପରେସନ ପାଇଁ ହେଲାନି ବୟାନ ରେକର୍ଡ । ପୀଡ଼ିତାଙ୍କ ବାପା, ଦାଦା ଓ ପିଉସୀଙ୍କ ବୟାନ ରେକର୍ଡ କଲା ପୋଲିସ।  କାଲିଠୁ ଦିଲ୍ଲୀ ଗସ୍ତରେ ଅଛନ୍ତି ପୁରୀ ଡିଏସପି ଓ ବଳଙ୍ଗା ଥାନା ଅଧିକାରୀ ।

ଗତକାଲି ଦିଲ୍ଲୀ ଏମ୍ସରେ ୩୦ ମିନିଟ ରୁ ଅଧିକ ସମୟ ଧରି ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି  । ଏହାର ସମ୍ପୂର୍ଣ ଭିଡିଓ ରେକର୍ଡ କରାଯାଇଛି । ଗତକାଲି ତୃତୀୟ ଥର ବୟାନ ରେକର୍ଡ କରାଯାଇଥିଲା । ତିନିଥର ସମାନ କଥା ନିଜ ବୟାନରେ କହିଛନ୍ତି ପୀଡ଼ିତା । ସେପଟେ ଗତକାଲି ପୀଡ଼ିତାଙ୍କ ତୃତୀୟ ଥର ଅସ୍ତ୍ର ପ୍ରଚାର ହୋଇସାରିଛି । ପୀଡିତାଙ୍କ ଘର ସାମ୍ନାରେ ରାତି ତମାମ ଜଗି ରହିଥିଲେ ସୁରକ୍ଷା କର୍ମୀ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ