Masthead

୨୩ ଘଣ୍ଟାର ମାରାଥନ୍ ରେଡ ପରେ ଫେରିଛି ଭିଜିଲାନ୍ସ ଟିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଦୀର୍ଘ ୨୩ ଘଣ୍ଟାର ମାରାଥନ୍ ରେଡ ପରେ ଫେରିଛି ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରବିବାରଠାରୁ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍ । ପ୍ରଦୀପଙ୍କ ଜଣେ ସହଯୋଗୀଙ୍କ ନିକଟରୁ ମିଳିଛି ୨୦ ଲକ୍ଷ ଟଙ୍କା । ଏହି ଟଙ୍କା କାହାର କେଉଁଠୁ ଆସିଲା ଏହି ଟଙ୍କା ତାହାର ତଦନ୍ତ କରୁଛି ଭିଜିଲାନ୍ସ । ଜମିକିଣା କାଗଜପତ୍ର, ଗାଡ଼ି ଓ ସୁନା କିଣା କାଗଜପତ୍ର ଜବତ କରାଯାଇଛି ।

ବ୍ୟାଙ୍କ ପାସ୍ବୁକ, କ୍ରେଡିବ ଓ ଡେବିଟ କାର୍ଡ, ଲାପଟପ୍ ମୋବାଇଲ ମଧ୍ୟ ଜବତ କରାଯାଇଛି । ଚଢାଉ ବେଳେ ବାସଭବନରେ ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ଶାଶୂ, ଝିଅ, ଝିଆରୀ,ପୁତୁରା ଉପସ୍ଥିତ ଥିଲେ । ଏକକାଳୀନ ୧୫ଟି ସ୍ଥାନରେ ୨୦ ଅଫିସରଙ୍କୁ ନେଇ ଗଠିତ ଟିମ୍ ଚଢାଉ କରିଥିଲା । ତେବେ ବିଧାୟକଙ୍କ ଘରୁ ୧କିଲୋ ୯୦୦ଗ୍ରାମର ସୁନା ଅଳଙ୍କାର ସାଙ୍ଗକୁ ୮୦୦ଗ୍ରାମ୍ ର ମୂଲ୍ୟବାନ ହୀରା ମିଳିଥିବା ମଧ୍ୟ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି