Masthead

ଗୁଣି ତାନ୍ତ୍ରିକକୁ କେନ୍ଦ୍ର କରି ଥାନା ଘେରିଲେ ଗ୍ରାମବାସୀ

ଆସ୍କା(ବଡ଼ ଖବର ବ୍ୟୁରୋ):ଗଞ୍ଜାମ ଜିଲ୍ଲା ଆସିକା କୋଟନଡା ଗ୍ରାମରେ ଗୁଣି ତାନ୍ତ୍ରିକକୁ କେନ୍ଦ୍ର କରି ଆଜି ଗ୍ରାମବାସୀ ଥାନା ଘେରାଉ କରିଛନ୍ତି । ଗତ ଦେଢ଼ ମାସ ହେଲା ଗ୍ରାମର ଗୋଟିଏ ପରିବାରର ତିନି ଜଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଛି । ସେମାନେ ବିକୃତ ମଣିଷ ପରି ବ୍ୟବହାର ଦେଖାଇବା ସହିତ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରହିଛନ୍ତି ।

ସ୍ୱାସ୍ଥ୍ୟରେ ଅବନୀତି ସାଙ୍ଗକୁ ରୋଗ ଛାଡୁ ନଥିବା ଅଭିଯୋଗ କରିଛନ୍ତି । ଗୁଣି ଗାରିଡି ଭୟରେ କିଛି ଲୋକ ଗ୍ରାମ ଛାଡି ଚାଲିଯାଇଥିବା ଜଣାପଡିଛି । ଆଜି ଗ୍ରାମର କିଛି ମହିଳାଙ୍କ ଦେହରେ ଭୂତ ପ୍ରେତ ଆସିଥିବା ମଧ୍ୟ ଦେଖାଦେଇଛି । ଏଥିରେ ଗ୍ରାମବାସୀ ଭୟଭୀତ ସାଙ୍ଗକୁ ରାତି ହେଲେ ତାଟି କବାଟ ବନ୍ଦ କରି ରହୁଛନ୍ତି । ଆଜି ଗ୍ରାମରେ ଏକ ବୈଠକ ଡକାଯାଇ ଖଟବିଦ୍ୟା ଆଣିବା ପାଇଁ ଫୁଲବାଣୀ ଓ ବାହାର ରାଜ୍ୟକୁ ଯିବା ପାଇଁ କମିଟି ଗଠନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ