Masthead

ଭାଇରସ ନେଲା ଆଉ ଏକ ଜୀବନ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ ଭାଇରସ୍‌ ଯୋଗୁ ଜଣେ ଛାତ୍ରଙ୍କ ପ୍ରଥମ ସନ୍ଦେହଜନକ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସେ ଉଭୟ କୋଭିଡ ଏବଂ ଏଚ୍‌୩ଏନ୍‌୨ ପଜିଟିଭ୍‌ ହୋଇଥିଲେ। ବର୍ତ୍ତମାନ ରିପୋର୍ଟ ଆସିବା ପରେ ହିଁ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ସୂଚନା ମୁତାବକ, ୨୩ ବର୍ଷୀୟ ଯୁବକ ଗତ ସପ୍ତାହରେ ସାଙ୍ଗମାନଙ୍କ ସହ ପିକ୍‌ନିକ୍‌ କରିବାକୁ କୋଣକନ୍‌ର ଆଲିବାଗକୁ ଯାଇଥିଲେ। ଫେରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହୋଇଥିଲା । ପରେ ଯାଞ୍ଚ କରିବାରୁ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ।

ଏହାପରେ ତାଙ୍କୁ ଅହମ୍ମଦନଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ଯୁବକଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ଯେ, ତାଙ୍କ ରକ୍ତରେ ଏଚ୍‌୩ଏନ୍‌୩ ଭାଇରସ୍‌ ମିଳିଥିଲା। କିନ୍ତୁ ଏ ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତତା କରାଯାଇନାହିଁ। ଅନ୍ୟପଟେ ଯୁବକଙ୍କ ମୃତ୍ୟୁ ପରେ ଅହମଦନଗରର ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା