ଭାରତରୁ ମୂଳପୋଛ ହେବନି ଭୂତାଣୁ: ହୁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ କରୋନା ମହାମାରୀକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକଙ୍କ ବଡ଼ ବୟାନ। ଭାରତରୁ କରୋନା ନିକଟ ଭବିଷ୍ୟତରେ ସଂପୂର୍ଣ୍ଣ ଭାବେ ଲୋପ ପାଇବ ନାହିଁ। ସେ କହିଛନ୍ତି ଯେ କୋଭିଡ୍ -୧୯ ମହାମାରୀର ଏଣ୍ଡେମିକ ପର୍ୟ୍ୟାୟରେ ଭାରତ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ଅର୍ଥ ଭାରତରେ ସ୍ୱଳ୍ପ କିମ୍ବା ମଧ୍ୟମ ଧରଣରର ସ୍ତରର ସଂକ୍ରମଣ ଜାରି ରହିବ। ସଂପୂର୍ଣ୍ଣ ଭାବେ କରୋନା ଲୋପ ପାଇବ ନାହିାଁ

ନ୍ୟୁଜ୍ ୱେବସାଇଟ୍ ଦି ୱେୟାରର ସାମ୍ବାଦିକ କରଣ ଥାପରଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଡା ସ୍ୱାମୀନାଥନ କହିଛନ୍ତି ଯେ , ଭାରତର ଆକାର ତଥା ଦେଶର ବିଭିନ୍ନ ଭାଗର ଜନସଂଖ୍ୟାକୁ ଦେଖିଲେ, କରୋନା ସଂକ୍ରମଣର ଉତ୍ଥାନ ପତନ ଲାଗି ରହିପାରେ। ୨୦୨୨ ଶେଷ ସୁଦ୍ଧା ଦେଶର ୭୦% ଲୋକଙ୍କୁ ସଂପୂର୍ଣ୍ଣ ଟିକାକରଣ କରାଯାଇ ପାରିଥିବ । ସେହିପରି ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା କୋଭାକ୍ସିନକୁ ହୁ’ର ଅନୁମୋଦନ ସମ୍ପର୍କରେ ସେ କହିଛନ୍ତି ଯେ , ସେପ୍ଟେମ୍ବର ମଧ୍ୟ ଭାଗ ସୁଦ୍ଧା ହୁ’ର ଟେକ୍ନିକାଲ ଗ୍ରୁପ କୋଭାକ୍ସିନ ଟିକାର ଜରୁରୀ କାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’