Masthead

‘ବିଶ୍ୱକର୍ମା ଯୋଜନାର ଟିକେ ବି ପ୍ରଭାବ ଲୋକଙ୍କ ଉପରେ ପଡିବ ନାହିଁ’ ; ସନ୍ତୋଷ ସିଂ ସାଲୁଜା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆରମ୍ଭ ହେବାକୁ ଯାଉଥିବା ପ୍ରଧାନମନ୍ତ୍ରୀ ‘ବିଶ୍ୱକର୍ମା ଯୋଜନା’ କୁ ନେଇ ପ୍ରତିକ୍ରିୟା ରଖିଛନ୍ତି,କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ‘ନିର୍ବାଚନ ଥିବାରୁ ବିଶ୍ୱକର୍ମା ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର’ । କିନ୍ତୁ ଲୋକଙ୍କ ଉପରେ ଏହାର ପ୍ରଭାବ ପଡିବନି କହିଛନ୍ତି କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା । ଦେଶରେ ତୈଳ ଜାତୀୟ ଦ୍ରବ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ହୁହୁ ହୋଇ ବଢିଛି । ସେଥିପାଇଁ ଲୋକେ ବିଜେପି ସରକାର ଆଡ଼କୁ ଚାହୁଁନାହାନ୍ତି ।

ବିଶ୍ୱକର୍ମା ଯୋଜନାର ଟିକେ ବି ପ୍ରଭାବ ଲୋକଙ୍କ ଉପରେ ପଡିବ ନାହିଁ । ଲୋକେ ବିଜେପି ଓ ଏନଡିଏ ଠାରୁ ଦୂରକୁ ଚାଲି ଯାଇଛନ୍ତି । ବିଶ୍ଵକର୍ମାକୁ ଛାଡି ଯେକୌଣସି ଯୋଜନା କେନ୍ଦ୍ର ସରକାର ଆଣିଲେବି ଲୋକେ ଭୋଟ ଦେବେନାହିଁ । ଲୋକେ ଜାଣିଛନ୍ତି ଏ ସବୁ ଯୋଜନା ଭୋଟ ନେବା ପାଇଁ ଉଦ୍ଦିଷ୍ଟ । ମୋଦୀ ସରକାରରେ କେବଳ ମହଙ୍ଗାଇ ମିଳିଛି । ବଡ଼ ଲୋକଙ୍କୁ ଟଙ୍କା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା