Masthead

ରାହୁଲଙ୍କ ବୈଷ୍ଣୋ ଦେବୀ ଦର୍ଶନ; ସେପଟେ ରାସ୍ତାରେ ବିଜେପି ଛିଞ୍ଚିଲା ଗଙ୍ଗାପାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବାରମ୍ପାର କେନ୍ଦ୍ରକୁ ଟାର୍ଗେଟ କରି ଚର୍ଚ୍ଚାରେ ରହୁଥିବା ରାହୁଲ ଗାନ୍ଧି ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଏଥର କୌଣସି ବୟାନ ଦେଇ ନୁହେଁ ବରଂ ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ କରି ଲାଇମଲାଇଟରେ ରହିଛନ୍ତି ରାହୁଲ ଗାନ୍ଧି । ତେବେ କଂଗ୍ରେସ ନେତା ରାହୁଲ ଗାନ୍ଧି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ କରିବା ପରେ କଟଡାର ମୁଖ୍ୟସ୍ଥାନରେ ବିଜେପି ଗଙ୍ଗାଜଳ ଛିଞ୍ଚିଥିବାର କଥା ସାମ୍ନାକୁ ଆସିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ସରଗରମ ହୋଇ ଉଠିଛି ।

ଅପରପକ୍ଷରେ କଂଗ୍ରେସ ଏହାକୁ ହଜମ ନ କରି ପାରି ବିଜେପିକୁ ଟାର୍ଗେଟ କରି ଗର୍ଜିଛି । ତେବେ କଂଗ୍ରେସ ଅଧ୍ୟକ୍ଷଙ୍କ ଦର୍ଶନ କରିବା ଦ୍ୱାରା ବିପେଜିର କଣ ଅସୁବିଧା ହେଉଛି ବୋଲି କିଛି ବରିଷ୍ଠ ନେତା ପ୍ରଶ୍ନ କରିଛନ୍ତି । ଏହା ସହ ବିଜେପିର ପୁରୁଣା ଅଭ୍ୟାସ ଧର୍ମକୁ ନେଇ ରାଜନୀତି କରିବା । ହେଲେ ପ୍ରତ୍ୟେକ ସ୍ଥାନରେ ଧର୍ମକୁ ନେଇ ରାଜନୀତି କରିବା ଠିକ ନୁହେଁ ବୋଲି କଂଗ୍ରେସର ବରିଷ୍ଠ ନେତାମାନେ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ