Masthead

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଲଗାଣ ବର୍ଷାରେ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଡିଏଭି କଲେଜ ଶ୍ରେଣୀଗୃହର କାନ୍ଥ ଭୁଶୁଡ଼ି ପଡ଼ିଛି । ଅପବ୍ୟବହୃତ ଟେବୁଲ ବେଞ୍ଚ ସହିତ ଅନାନ୍ୟ କାଠ ସାମଗ୍ରୀ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଛି । ସେପଟେ କାନ୍ଥଟିର କିଛି ଅଂଶ ମୁଖ୍ୟରାସ୍ତା ଉପରେ ପଡ଼ି ରହିଛି । ସାଧାରଣ ଲୋକଙ୍କ ଯାତାୟତରେ ଏବେ ଅସୁବିଧା ଉପୁଜିଛି । ରାସ୍ତାରେ ଗାଡ଼ି ଚଳାଚଳ ହୋଇପାରୁନାହିଁ । ରାସ୍ତା ଉପରୁ ଶୀଘ୍ର ଭଙ୍ଗାକାନ୍ଥ ହଟାଇବା ଲାଗି କହିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ