Masthead

ଖସୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ହୀରାକୁଦ(ବଡ଼ ଖବର ବ୍ୟୁରୋ):  ଖସୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଏ ନେଇ ହୀରାକୁଦ ଜଳଭଣ୍ଡାରର ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି ଯେ, କଲମା ବ୍ୟାରେଜରୁ ପ୍ରବେଶ କରୁଥିବା ଜଳର ପରିମାଣ ଏବେ ଖସିବାରେ ଲାଗିଛି । ଅଧିକ ଗେଟ ଖୋଲିବାର ଆବଶ୍ୟକତା ନାହିଁ । ତେବେ ସୂଚନା ଅନୁଯାଇ ଏବେ ହୀରାକୁଦର ୨୮ଟି ଗେଟ୍ ଖୋଲା ଯାଇଛି ।

୨୮ ସ୍ଲୁଇସ ଗେଟ୍ ଦେଇ ମହାନଦୀକୁ ବନ୍ୟା ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୮. ୮୧ଫୁଟ ରହିଛି । ପ୍ରତି ସେକେଣ୍ଡରେ ହାରାହାରି ୪ଲକ୍ଷ ୭୪ ହଜାର ୩୭୯ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୮୭ ହଜାର ୮୪ କ୍ୟୁସେକ ପାଣି ନିଷ୍କାସିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା