ମୁଣ୍ଡଳିରେ କମୁଛି ଜଳସ୍ତର

କଟକ(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବର ରାଜ୍ୟରେ ଗତ ୫ ଦିନ ଧରି ଲଗାତାର ବର୍ଷା ଯୋଗୁଁ ଜଳସ୍ଥର ବୃଦ୍ଧି ପାଇଛିା । ଆଜି କଟକ ମୁଣ୍ଡଳିରେ ହ୍ରାସ ପାଉଛି ଜଳ ପ୍ରବାହ । ଗତମାଲି ୯ଲକ୍ଷ ୧୮ ହଜାର କ୍ୟୁସେକ ଜଳ ପ୍ରବାହିତ ହୋଇଥିବା ବେଳେ ଆଜି ୮ ଲକ୍ଷ ୬ ହଜାର ୧୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ସ୍ଥିତି ମୁକାବିଲା ପାଇଁ ମହାନଦୀ ଜଳ ମୁଣ୍ଡ ପାଇଁ ୭ ଜଣ ବରିଷ୍ଠ ଯନ୍ତ୍ରୀଙ୍କୁ ନିୟୋଜିତ କରିଛି ଜଳ ସମ୍ପଦ ବିଭାଗ । ୧୬ ଜିଲ୍ଲାରେ ଉଦ୍ଧାର କାର୍ଯ୍ୟ ପାଇଁ ୧୦୬ ଟିମକୁ ନିୟୋଜିତ କରାଯାଇଛି ।ଏଥିରେ ଓଡ୍ରାଫ ୧୩, ଏନଡିଆରଏଫ୍ ୮ ଓ ଅଗ୍ନିଶମର ୭୫ ଟିମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ