Masthead

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):ଉପରମୁଣ୍ଡରେ ଲଗାଣ ବର୍ଷା । ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଏବେ ୧୪ଟି ଗେଟ ଦେଇ ଜଳ ନିଷ୍କାସିତ ହେଉଛି । ଆବଶ୍ୟକ ସ୍ଥଳେ ଆଉ ୪ ରୁ ୫ଟି ଗେଟ ଖୋଲାଯାଇପାରେ । ହୀରାକୁଦ ଜଳ ଭଣ୍ଡାରକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ ଜଳ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିଲା । ଲଗାଣ ବର୍ଷା ଯୋଗୁଁ ଉଭୟ ପାର୍ଶ୍ୱର ଗୋଟିଏ ଗୋଟିଏ ଗେଟ ଖେଲାଯାଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ