Masthead

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଛତିଶଗଡ ଖୋଲିଛି କଲମା ବ୍ୟାରେଜର ୬୬ ଗେଟ୍ । ଯାହାଦ୍ୱାରା ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ୬୩୦ ଫୁଟ କ୍ଷମତା ବିଶିଷ୍ଟ ଡ୍ୟାମର ଜଳପତ୍ତନ ବୃଦ୍ଧି ପାଉଛି । ଆଜି ସକାଳ ସୁଦ୍ଧା ଏଠାରେ ୬୦୬.୪୧ ଫୁଟ ପାଣି ରହିଛି ।

 

ଏହା ଧୀରେ ଧୀରେ ବଢିବାରେ ଲାଗିଛି । ହୀରାକୁଦ ଡ୍ୟାମକୁ ୨୬ହଜାର୧୧୧ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ବିଦ୍ୟୁତ ଉତ୍ପାଦନ ଓ ଶିଳ୍ପସଂସ୍ଥାକୁ ୩୬ହଜାର ୩୧୮ ଘନଫୁଟ ଜଳ ନିଷ୍ମାସନ ହେଉଛି । ଚଳିତବର୍ଷ ବନ୍ୟାଜଳ ଛାଡିବା ନେଇ ସେଭଳି ପରିସ୍ଥିତି ସୃଷ୍ଟି ହୋଇନଥିବାରୁ ତାହା ସ୍ପଷ୍ଟ ହୋଇନାହିଁ । ଲଘୁଚାପ ଯୋଗୁ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୁର୍ବନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ