Masthead

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଛତିଶଗଡ ଖୋଲିଛି କଲମା ବ୍ୟାରେଜର ୬୬ ଗେଟ୍ । ଯାହାଦ୍ୱାରା ଜଳଭଣ୍ଡାରର ଜଳସ୍ତର ବଢୁଛି । ଫଳରେ ୬୩୦ ଫୁଟ କ୍ଷମତା ବିଶିଷ୍ଟ ଡ୍ୟାମର ଜଳପତ୍ତନ ବୃଦ୍ଧି ପାଉଛି । ଆଜି ସକାଳ ସୁଦ୍ଧା ଏଠାରେ ୬୦୬.୪୧ ଫୁଟ ପାଣି ରହିଛି ।

 

ଏହା ଧୀରେ ଧୀରେ ବଢିବାରେ ଲାଗିଛି । ହୀରାକୁଦ ଡ୍ୟାମକୁ ୨୬ହଜାର୧୧୧ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ବିଦ୍ୟୁତ ଉତ୍ପାଦନ ଓ ଶିଳ୍ପସଂସ୍ଥାକୁ ୩୬ହଜାର ୩୧୮ ଘନଫୁଟ ଜଳ ନିଷ୍ମାସନ ହେଉଛି । ଚଳିତବର୍ଷ ବନ୍ୟାଜଳ ଛାଡିବା ନେଇ ସେଭଳି ପରିସ୍ଥିତି ସୃଷ୍ଟି ହୋଇନଥିବାରୁ ତାହା ସ୍ପଷ୍ଟ ହୋଇନାହିଁ । ଲଘୁଚାପ ଯୋଗୁ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୁର୍ବନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା