ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର

ବସ୍ତା(ବଡ଼ ଖବର ବ୍ୟୁରୋ):  ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ ର ଜଳସ୍ତର ,ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳ ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୪୨ ମିଟର ରେ ପ୍ରବାହିତ ହେଉଛି ।ଲଗାଣ ବର୍ଷା ଲାଗି ରହିଥିବା ସହ ନଦୀ ର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲା ରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳ ବାସୀ ।

ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର,ବର୍ତ୍ତମାନ ଯଦି ବନ୍ୟା ହୂଏ ତାହାହେଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର ବ୍ଲକ ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତ ର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’