Masthead

ଓଡ଼ିଶାକୁ ଆଳୁ ଦେବାକୁ ବାରଣ କରିଛନ୍ତି ପଶ୍ଚିମବଙ୍ଗ ସରକାର

ବସ୍ତା (ବଡ଼ ଖବର ବ୍ୟୁରୋ): ଓଡିଶାକୁ ଆଳୁ ଦେବାକୁ ବାରଣ କରିଛନ୍ତି ପଶ୍ଚିମବଙ୍ଗ ସରକାର । ଆଳୁ ଟ୍ରକକୁ ସୀମା ପାରି ହୋଇ ଓଡିଶା ଆସିବାକୁ ଦେଉନି ପଶ୍ଚିମବଙ୍ଗ ପୋଲିସ । ଯେଉଁ ଆଳୁ ବୋଝେଇ ଟ୍ରକ ଓଡ଼ିଶା ଭିତରକୁ ଆସିବାର ଥିଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସୋନାକନିଆରୁ ଗାଡ଼ି ଫେରାଉଛି ପଶ୍ଚିମ ବଙ୍ଗ ପୋଲିସ ।

ଯେମିତି ଆଳୁ ଟ୍ରକ ଓଡ଼ିଶା ମଧ୍ୟକୁ ପ୍ରବେଶ ନକରେ ସେଥି ପାଇଁ କଡ଼ାକଡ଼ି ଯାଞ୍ଚ କରୁଛି ପଶ୍ଚିମବଙ୍ଗ ପ୍ରଶାସନ। ସେପଟେ ଓଡ଼ିଶା ବଜାରରେ ଆଳୁର ଅଭାବ ଦେଖା ଦେଇଥିବା ବେଳେ ହୁ ହୁ ହୋଇ ବଢୁଛି ଦର । ଓଡ଼ିଶାର ଗୋଦାମ ମାଲିକଙ୍କ ଗାଡି ମଧ୍ୟ ଫସି ରହିଛି ପଶ୍ଚିମବଙ୍ଗରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ