Masthead

ଓଡ଼ିଶାକୁ ଆଳୁ ଦେବାକୁ ବାରଣ କରିଛନ୍ତି ପଶ୍ଚିମବଙ୍ଗ ସରକାର

ବସ୍ତା (ବଡ଼ ଖବର ବ୍ୟୁରୋ): ଓଡିଶାକୁ ଆଳୁ ଦେବାକୁ ବାରଣ କରିଛନ୍ତି ପଶ୍ଚିମବଙ୍ଗ ସରକାର । ଆଳୁ ଟ୍ରକକୁ ସୀମା ପାରି ହୋଇ ଓଡିଶା ଆସିବାକୁ ଦେଉନି ପଶ୍ଚିମବଙ୍ଗ ପୋଲିସ । ଯେଉଁ ଆଳୁ ବୋଝେଇ ଟ୍ରକ ଓଡ଼ିଶା ଭିତରକୁ ଆସିବାର ଥିଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସୋନାକନିଆରୁ ଗାଡ଼ି ଫେରାଉଛି ପଶ୍ଚିମ ବଙ୍ଗ ପୋଲିସ ।

ଯେମିତି ଆଳୁ ଟ୍ରକ ଓଡ଼ିଶା ମଧ୍ୟକୁ ପ୍ରବେଶ ନକରେ ସେଥି ପାଇଁ କଡ଼ାକଡ଼ି ଯାଞ୍ଚ କରୁଛି ପଶ୍ଚିମବଙ୍ଗ ପ୍ରଶାସନ। ସେପଟେ ଓଡ଼ିଶା ବଜାରରେ ଆଳୁର ଅଭାବ ଦେଖା ଦେଇଥିବା ବେଳେ ହୁ ହୁ ହୋଇ ବଢୁଛି ଦର । ଓଡ଼ିଶାର ଗୋଦାମ ମାଲିକଙ୍କ ଗାଡି ମଧ୍ୟ ଫସି ରହିଛି ପଶ୍ଚିମବଙ୍ଗରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ