Masthead

ସାରା ଦେଶ ପାଳନ କରୁଛି ପଟେଲଙ୍କ ଜନ୍ମ ଦିବସ

ପୁରୀ(ବଡ଼ ଖବର ବ୍ୟୁରୋ): ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସକୁ ଭାରତ ସରକାର ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛନ୍ତି। ଜନ୍ମ ଦିବସ ଅବସରରେ ମହାନ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ପୁରୀ ବେଳାଭୂମିରେ ସୁଦର୍ଶନ ଏକ ସୁନ୍ଦର ବାଲୁକା ଚିତ୍ରକଳା ତିଆରି କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ୧୮୭୫ ଅକ୍ଟୋବର ୩୧ରେ ସରଦାର ବଲ୍ଲଭ ଭାଇ ପଟେଲ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ସ୍ମୃତି ରେ ଭାରତ ସରକାର ୩୧ ଅକ୍ଟୋବରକୁ ଜାତୀୟ ଏକତା ଦିବସ ଭାବେ ପାଳନ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ