Masthead

ତାତିରେ ସିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖରା ତାତିରେ ଜଳୁଛି ପୁରା ଓଡ଼ିଶା । ରାଜ୍ୟରେ ୧୬ ସହରରେ ପାରଦ ୪୦ ପାର । ବାରିପଦାରେ ସର୍ବାଧିକ ତାପମାତ୍ରା ୪୪.୬ ଡିଗ୍ରୀ ରହିଛି । ଆଗାମୀ ତିନି ଦିନ ଯାଏଁ ରାଜ୍ୟରେ ଗ୍ରାଷ୍ମ ପ୍ରବାହ ଜାରି ରହିବ । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ଓାଣ୍ଣିଂ ଜାରି କରିଛି ପାଣିପାଗବିଭାଗ । ସୁନ୍ଦରଗଡ, ଝାରୁସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଭଳି ଜିଲ୍ଲାଗୁଡିକରେ ପ୍ରବଳ ଖରା ହେବ ।

ପଶ୍ଚିମ ଦିଗରୁ ବାୟୁମଣ୍ଡଳର ତଳଭାଗରେ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ଓ ସ୍ଥାନୀୟ ଗରମ ପ୍ରଭାବରୁ ତାତି ବଢିବ । ସେପଟେ ଗତ ଦୁଇ ଦିନ ହେବ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା