Masthead

ତାତିରେ ସିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖରା ତାତିରେ ଜଳୁଛି ପୁରା ଓଡ଼ିଶା । ରାଜ୍ୟରେ ୧୬ ସହରରେ ପାରଦ ୪୦ ପାର । ବାରିପଦାରେ ସର୍ବାଧିକ ତାପମାତ୍ରା ୪୪.୬ ଡିଗ୍ରୀ ରହିଛି । ଆଗାମୀ ତିନି ଦିନ ଯାଏଁ ରାଜ୍ୟରେ ଗ୍ରାଷ୍ମ ପ୍ରବାହ ଜାରି ରହିବ । ଏନେଇ ୨୦ଟି ଜିଲ୍ଲାକୁ ୟେଲୋ ଓାଣ୍ଣିଂ ଜାରି କରିଛି ପାଣିପାଗବିଭାଗ । ସୁନ୍ଦରଗଡ, ଝାରୁସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଭଳି ଜିଲ୍ଲାଗୁଡିକରେ ପ୍ରବଳ ଖରା ହେବ ।

ପଶ୍ଚିମ ଦିଗରୁ ବାୟୁମଣ୍ଡଳର ତଳଭାଗରେ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ଓ ସ୍ଥାନୀୟ ଗରମ ପ୍ରଭାବରୁ ତାତି ବଢିବ । ସେପଟେ ଗତ ଦୁଇ ଦିନ ହେବ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା