Masthead

ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ବ୍ୟକ୍ତି ହେଲେ ସାମ ମୁଣ୍ଡୁରୀ । ସେ ବିଏମସିର ସଫେଇ କାମ କରନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ସ୍ୱାମୀ-ସ୍ତ୍ରୀଙ୍କ ଭିତରେ ସବୁ ଦିନ ଲାଗି ରହୁଥିଲା ବଚସା ଏବଂ ମାରପିଟ ମଧ୍ୟ ହେଉଥିଲା।

ଅପରପକ୍ଷରେ ଝିଙ୍ଗି ମୁଣ୍ଡୁରୀ ତାଙ୍କ ସ୍ୱାମୀଙ୍କୁ ମାରି ନଥିବା କହିଛନ୍ତି। ତେବେ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ଏବଂ ପୁଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ସେପଟେ ସାମଙ୍କୁ ପ୍ରକୃତରେ କିଏ କାହିଁକି ଏବଂ କମିତି ମାରିଲା ସେନେଇ ଏକ ହତ୍ୟା ମାମଲା ଆଧାରରେ ତଦନ୍ତ ଆରମ୍ଭ କରିଛି ପୁଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା