ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ । ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ବସ୍ତିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ବ୍ୟକ୍ତି ହେଲେ ସାମ ମୁଣ୍ଡୁରୀ । ସେ ବିଏମସିର ସଫେଇ କାମ କରନ୍ତି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ସ୍ୱାମୀ-ସ୍ତ୍ରୀଙ୍କ ଭିତରେ ସବୁ ଦିନ ଲାଗି ରହୁଥିଲା ବଚସା ଏବଂ ମାରପିଟ ମଧ୍ୟ ହେଉଥିଲା।

ଅପରପକ୍ଷରେ ଝିଙ୍ଗି ମୁଣ୍ଡୁରୀ ତାଙ୍କ ସ୍ୱାମୀଙ୍କୁ ମାରି ନଥିବା କହିଛନ୍ତି। ତେବେ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ଏବଂ ପୁଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ସେପଟେ ସାମଙ୍କୁ ପ୍ରକୃତରେ କିଏ କାହିଁକି ଏବଂ କମିତି ମାରିଲା ସେନେଇ ଏକ ହତ୍ୟା ମାମଲା ଆଧାରରେ ତଦନ୍ତ ଆରମ୍ଭ କରିଛି ପୁଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ