Masthead

ବାଘ ନୁହେଁ ବଣଭୂଆ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ବିମାନବନ୍ଦରରେ ନିକଟରେ ବାଘ ବୁଲୁଥିବାର ଯେଉଁ ଗୁଜବ ଉଠିଥିଲା, ସେନେଇ ସ୍ପଷ୍ଟିକରଣ ରଖିଛି ବନବିଭାଗ ଏହା କଲରାପତରିଆ ବାଘ ନୁହେଁ, ବଣଭୂଆଁ ନେଇ ସ୍ପଷ୍ଟ କରିଛି ବନ ବିଭାଗ । ତେବେ ରାତି ତମାମ ଖାନ୍ ତଲାସୀ ବେଳେ ଆଜି ଭୋର୍ ସମୟରେ କର୍ମଚାରୀମାନେ ଏକ ବଣଭୂଆଁ ଦେଖିଥିବା କହିଛନ୍ତି। ହେଲେ ଏଯାଏଁ ଧରାପଡିନଥିବାରୁ ତାହା ବାଘ କି ଅନ୍ୟ କେଉଁ ଜନ୍ତୁ ତାହା ସ୍ପଷ୍ଟ ହୋଇନି। କିନ୍ତୁ ବଣଭୂଆଁ ନେଇ ଯାହା ଆକଳନ କରାଯାଉଛି ବୋଲି କହିଛନ୍ତି ବନବିଭାଗ । ଶନିବାର ବିମାନ ବନ୍ଦର ଡ୍ରମ୍ପଂୟାର୍ଡ ପାଖରେ ଏକ ଜନ୍ତୁ ବୁଲୁଥିବାର ସେଠି କାମ କରୁଥିବା ଲୋକ ଦେଖିଥିଲେ ।

ତାହା ବାଘ ବୋଲି ସେମାନେ କହିଥିଲେ । ଏହାପରେ ବନବିଭାଗ ପକ୍ଷରୁ ଆରମ୍ଭ ହୋଇଥିଲା ତଲାସି । କୁକୁଡା ଥୋପ ଦେଇ ଯନ୍ତା ବସାଇଥିଲା ବନବିଭାଗ । ହେଲେ ସେଥିରେ କିଛି ସୁଫଳ ନମିଳିବାରୁ ଶନିବାର ବିଳମ୍ବିତ ରାତିରେ ୪ଟି ଟ୍ରାପ୍ କ୍ୟାମେରା ଲଗାଇଥିଲେ। ହେଲେ ଏପର୍ଯ୍ୟନ୍ତ ବଣୁଆ ଜନ୍ତୁଟିର କିଛି ଟେର୍ ମିଳିନାହିଁ । ସେପଟେ ଖବର ଶୁଣିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିରହିଛି । ତେବେ ୫ ବର୍ଷ ପୂର୍ବରୁ ବନ ବିଭାଗ ବିମାନ ବନ୍ଦର ଅଞ୍ଚଳରୁ ଏକ କଲରାପତରିଆ ବାଘକୁ ଉଦ୍ଧାର କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ବଡ଼ବିଲରେ ବୁିଲିଲା ବୁଲଡୋଜର 🔴 ଏସଆଇ ସ୍କାମ୍‌ ଶଙ୍କର ଓ ସୁରେଶଙ୍କ ପଲିଗ୍ରାଫ ଶୁଣାଣି 🔴 ନୂଆପଡ଼ା ଉପନିର୍ବାଚନ, ବୁଥ ମୁହାଁ ପୋଲିଂ ଅଫିସର 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ