Masthead

ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ

(ବଡ଼ ଖବର ବ୍ୟୁରୋ):   ଆସନ୍ତା ନଭେମ୍ବର ୨୯ରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ । ତେବେ ଏହା ଡିସେମ୍ବର ୨୩ ଯାଏ ଚାଲିବ ବୋଲି ସୂଚନା ମିଳିଛ । ମହାମାରୀ କରୋନା ଯୋଗୁ ଗତବର୍ଷ ସଂସଦର ଶୀତ ଅଧିବେଶନକୁ ବାତିଲ କରାଯାଇଥିଲା । ମିଳିଥିବା ସୂଚନା ଅନୁସାରେ, ଉଭୟ ଲୋକ ଲୋକସଭା ଓ ରାଜ୍ୟସଭା ଗୋଟିଏ ସମୟରେ ବସିବ ।

କିନ୍ତୁ ସଦସ୍ୟମାନଙ୍କ ମଧ୍ୟରେ ମାସ୍କ ଓ ସାମାଜିକ ଦୂରତା ନିୟମ କଡାକଡି କରାଯିବ । ଶୀତ ଅଧିବେଶନ ସମୟରେ ସରକାର ଦୁଇଟି ପ୍ରମୁଖ ଆର୍ଥିକ ବିଲ ଆଣିବେ । ତେବେ ଏହା ପରେ ଆଉ କିଛି ବିଲ ଓ ଚିଠା ପ୍ରସ୍ତାବ ଗୃହରେ ଉପସ୍ଥାପନ ହୋଇପାରେ । ସୂଚନା ଅନୁଯାୟୀ, ମୌସୁମୀ ଅଧିବେଶନ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ପୋଗାସସ୍ ଗୁଇନ୍ଦାଗିରି ସାମ୍ନାକୁ ଆସିଥିଲା । ତେବେ ଏହି କାରଣରୁ ଗୃହକୁ ଧାର୍ଯ୍ୟ ସମୟ ପୂର୍ବରୁ ବନ୍ଦ କରି ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ