Masthead

ଯୌନ ନିର୍ଯାତନା ଅଭିଯୋଗରେ ମହିଳା ପୋଲିସ ଗିରଫ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ମହିଳା ସବ ଇନସପେକ୍ଟର ଗିରଫ। ଜନୈକ ମହିଳାଙ୍କୁ ବିବାହ ପ୍ରଲୋଭନ ଦେଖାଇ ସବ ଇନସପେକ୍ଟର ଗିରଫ। ଗିରଫ ସବ ଇନ୍ସପେକ୍ଟର ଚୁଡାମଣୀ ମେରାଇନ ଥାନାର ସବ ଇନ୍ସପେକ୍ଟର ତପସ୍ବୀନୀ ମହାପାତ୍ର।  ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ । ଚୂଡ଼ାମଣି ମେରାଇନ ଥାନାର ସବ୍ ଇନିସପେକ୍ଟର ତପସ୍ୱିନୀ ମହାପାତ୍ରଙ୍କୁ ଗିରଫ କରିଛି ପୋଲିସ ।

ଭଦ୍ରକ ପୋଲିସର କହିବା ଅନୁଯାୟୀ ବିବାହର ପ୍ରଲୋଭନ ଦେଇ ସବ୍ ଇନିସପେକ୍ଟର ତପସ୍ୱିନୀ ମହାପାତ୍ର ଶାରୀରିକ ସମ୍ପର୍କ ରଖିଥିଲେ । ଏନେଇ ପୀଡ଼ିତା ଜଣକ ଅଭିଯୋଗ କରିବା ପରେ ତଦନ୍ତ କରିବା ସହ ଏବଂ ମେଡିକାଲ ଯାଞ୍ଚ ପରେ ତପସ୍ୱିନୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ଭଦ୍ରକ ଟାଉନଥାନା ପୋଲିସ । ଅଭିଯୋଗକାରିଣୀ ଜଣେ ମହିଳା ସାମ୍ବାଦିକ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ