Masthead

ମହିଳା ଜୀବନ୍ତ ଦଗ୍ଧ

ଦଶରଥପୁର(ବଡ଼ ଖବର ବ୍ୟୁରୋ): ଅଗ୍ନିକାଣ୍ଡରେ ମହିଳା ଜୀବନ୍ତ ଦଗ୍ଧ । ଘରେ ଥିବା ଆସବାବପତ୍ର, ଟଙ୍କା, ଅଳଙ୍କାର ଓ ବହୁମୂଲ୍ୟବାନ ଜିନିଷ ପୋଡି ପାଉଁଶ ହୋଇଯାଇଛି । ଏହି ଘଟଣା ଘଟିଛି ଯାଜପୁର ଜିଲ୍ଲା କନିକାପଡା ପଂଚାୟତ ଶ୍ରୀରାମପୁର ଗାଁରେ । ଗାଁର ନିରଞ୍ଜନ ଦାସଙ୍କ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ଶନିବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇବା ପରେ ହଠାତ୍ ନିଆଁ ଲାଗିଥିଲା । ଗାଁ ଲୋକେ ଘରେ ଶୋଇଥିବା ନିରଞ୍ଜନଙ୍କ ତିନି ବର୍ଷର ଝିଅ ଓ ମା’ ଙ୍କୁ ଉଦ୍ଧାର କରିଥିଲେ । କିନ୍ତୁ ତାଙ୍କ ସ୍ତ୍ରୀ ମଧୁସ୍ମିତାଙ୍କୁ ଉଦ୍ଧାର କରିପାରି ନଥିଲେ । ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡି ନାହିଁ । ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା