Masthead

ମେଡାଲ ଆଶା ବଢାଇଲା ମହିଳା ହକି ଟିମ

(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଟିମ ସୁନ୍ଦର ପ୍ରଦର୍ଶନ କରିଛି । ଗ୍ରୁପ ଷ୍ଟେଜ ଶେଷ ମୁକାବିଲାରେ ଦମଦାର ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକାକୁ ପରାଜିତ କରିଛି । ଭାରତ ଦକ୍ଷିଣ ଆଫ୍ରିକାକୁ ୪-୩ ଗୋଲରେ ହରାଇଛି । ଭାରତୀୟ ମହିଳା ହକି ଟିମର ଟୋକିଓ ଅଲମ୍ପିକ୍ସରେ ଏହା ଦ୍ୱିତୀୟ ବିଜୟ ।

ଅନ୍ୟପଟେ ଭାରତୀୟ ମହିଳା ହକି ଟିମ୍ କ୍ୱାଟର ଫାଇନାଲରେ ପ୍ରବେଶ କରିବ କି ନାହିଁ ତାହା ଶନିବାର ସନ୍ଧ୍ୟାରେ ସ୍ପଷ୍ଟ ହୋଇଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ