Masthead

ସିସିଟିଭି ଅଚଳାବସ୍ଥାକୁ ନେଇ କର୍ମୀଙ୍କ ହୋହାଲ୍ଲା

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ନୀଳଗିରି ଷ୍ଟ୍ରଙ୍ଗ ରୁମରେ ସିସିଟିଭି ଅଚଳାବସ୍ଥା । କଂଗ୍ରେସ କର୍ମୀଙ୍କ ହୋହାଲ୍ଲା । ଯାହାକୁ ନେଇ ନୀଳଗିରି ଡିଗ୍ରୀ କଲେଜ ଇଭିଏମ୍ ଷ୍ଟ୍ରଙ୍ଗ ରୁମ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ୩ ରୁ ୪ ଘଣ୍ଟା ଇଭିଏମ୍ ଷ୍ଟ୍ରଙ୍ଗରୁମରେ ସିସି କ୍ୟାମେରା ଅଚଳ ନେଇ କଂଗ୍ରେସ କର୍ମୀଙ୍କ ଉତ୍ତେଜନା କରିଥିଲେ । ଅଭିଯୋଗର ୪ ଘଣ୍ଟା ପରେ ପରେ ସ୍ୱାଭାବିକ ହେଲା ଉତ୍ତେଜନା ପରିସ୍ଥିତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି