Masthead

ଶ୍ରମିକଙ୍କ ପାଇଁ ମୁଣ୍ଡ ଟେକିଛି ବିପଦ, ଏବେବି ଉଦ୍ଧାର କାର୍ଯ୍ୟ ଜାରି

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରକାଶୀ ଟନେଲ ଦୁର୍ଘଟଣାରେ ସିଲକ୍ୱାରା ସୁଡଙ୍ଗରେ ଫସି ରହିଥିବା ଶ୍ରମିକଙ୍କୁ ସରକ୍ଷିତ ବାହାର କରିବାକୁ ଚାଲିଥିବା ଅପରେସନକୁ ଲାଗିଛି ଝଟକା । ୪୦ ଶ୍ରମିକଙ୍କ ପାଇଁ ପୁଣି ଏକ ବିପଦ ମୁଣ୍ଡ ଟେକିଛି। ଟନେଲ ଭିତରେ ଭଗ୍ନାବଶେଷ ଜମା ହେବା ସହ ମେସିନର ବିୟରିଂ ଭାଙ୍ଗି ଯିବା କାରଣରୁ ଡ୍ରିଲିଂ କାମ ଠପ୍‌ ହୋଇଯାଇଛି। ବର୍ତ୍ତମାନ ବିୟରିଂକୁ ପୁଣି ମରାମତି କରାଯାଉଛି। ତେବେ ପୁଣି ଥରେ କାମ ଆରମ୍ଭ ପାଇଁ ଚେଷ୍ଟା କରାଯାଉଛି ବୋଲି ଏନଏଚଆଇଡିସିଏଲର ନିର୍ଦ୍ଦେଶକ ଅଂଶୁ ମନିଷ କହିଛନ୍ତି ।

ସେପଟେ ୭ ଦିନ ହେଲାଣି ଉତ୍ତରାକାଣୀ ଟନେଲରେ ଜୀବନ-ମରଣ ସହ ସଂର୍ଘଷ କରୁଛନ୍ତି ୪୦ ଶ୍ରମିକ । ତେବେ ସମସ୍ତ ଶ୍ରମିକ ସୁସ୍ଥ ଥିବା ଉତରକାଶୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଅନ୍ୟପଟେ ଯଦି ଉଦ୍ଧାରକାର୍ଯ୍ୟର ବିଳମ୍ବ ହୁଏ ତେବେ ଶ୍ରମିକଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବା ମାନସିକ ଅସ୍ଥିରତା ଦେଖାଯାଇପାରେ । ଟନେଲରୁ ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ସମସ୍ତ ପ୍ରୟାସ କରାଯାଉଛି । ଉଦ୍ଧାରକାରୀ ଦଳ ଶ୍ରମିକମାନଙ୍କ ସହ ନିୟମିତ ଯୋଗାଯୋଗ ରଖୁଛନ୍ତି । ସେମାନଙ୍କ ଉତ୍ସାହ ଅତୁଟ ରହିବ ପାଇଁ ତାଙ୍କ ସହ କଥାବାର୍ତ୍ତା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ