Masthead

ଆସିଲା ବିଶ୍ୱର ପ୍ରଥମ କୋଭିଡ ବଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସିଗଲା ବିଶ୍ୱର ପ୍ରଥମ କୋଭିଡ ବଟିକା । ଯାହାକି ମୃତ୍ୟୁ ଆଶଙ୍କା ୫୦ ପ୍ରତିଶତ ହ୍ରାସ କରିବ । କୋଭିଡ ମହାମାରୀକୁ ମାତ ଦେବା ପାଇଁ କୋଭିଡ ଟିକା ଆସିଥିଲେ ମଧ୍ୟ କରୋନା ସହ ଲଢେଇ କରିବା ପାଇଁ ଏବେ ଆସିଯାଇଛି ବଟିକା । ଏହାକୁ ଗ୍ରୀନ ସିଗନାଲ ଦେଇଛି ବ୍ରିଟେନ । ଆମେରିକୀୟ କମ୍ପାନୀ ‘ମାର୍କ ଆଣ୍ଡ କୋ ମୋଲ୍ୟୁନିପିରାଭି’ ପ୍ରସ୍ତୁତକାରୀ କମ୍ପାନୀ ।ଏହି ବଟିକାରେ କ୍ଲିନିକାଲ ଟ୍ରାଏଲ ଭଲ ପ୍ରଦର୍ଶନ କରିଛି ।

ତୃତୀୟ ପର୍ଯାୟରେ କ୍ଲିନିକାଲ ଟ୍ରାଏଲ ପାଇଁ ୭୭୫ ଜଣ ସଂକ୍ରମିତଙ୍କ ଠାରେ ପ୍ରୟୋଗ କରାଯାଇଛି । ସମସ୍ତ ସଂକ୍ରମିତଙ୍କ ଠାରେ ଗୁରୁତର ହେବାର ଆଶଙ୍କା ରହିଥିଲେ ମଧ୍ୟ ମାତ୍ର ୭.୩ ପ୍ରତିଶତ ସଂକ୍ରମିତ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ମୋଲ୍ୟୁନିପିରାଭି ବଟିକା ଦ୍ୱାରା ରୋଗୀମାନଙ୍କ ମୃତ୍ୟୁର ଏବଂ ହସ୍ପିଟାଲରେ ଆଡମିଟ ହେବାର ହାର ୫୦ ପ୍ରତିଶତ ହ୍ରାସ ପାଇବ । ଏହା ସବୁ ପ୍ରକାର କରୋନା ଭୂତାଣୁ ବିରୋଧରେ ଲଢେଇ କରିପାରିବ ବୋଲି କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି