Masthead

ଶିଶୁ ପାଇଁ କାଳ ହେଲା ଗୁଗଲ ସର୍ଚ୍ଚ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ଡାକ୍ତରଙ୍କ ଅନଲାଇନ ଇଂଜେକସନ ଯୋଗୁଁ ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ପାପଡାହାଣ୍ଡି ବ୍ଲକ ନିଳାବତୀ ଗୁଡା ଗ୍ରାମର ପ୍ରଶାନ୍ତ ବିଶୋଇ ଓ ପତ୍ନୀ ଅମ୍ରିତା ବିଶୋଇଙ୍କ ୬ ମାସ ତଳେ ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା । ଜନ୍ମ ହେବା ପରେ ଅମ୍ରିତା ନିଜ ପୁଅ ଶ୍ରୀଅଂଶ ବିଶୋଇକୁ ନେଇ ବାପ ଘରେ ୬ ମାସ ହେଲା ରହୁଥିଲେ । ହଠାତ ରାତିରେ ପୁଅର ଦେହ ଖରାପ ହୋଇଥିଲା।

ପରେ ବାପା ଓ ମାଆ ପୁଅକୁ ନେଇ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇଥିଲେ । ସେଠାରେ ଚିକିତ୍ସା ସମୟରେ ଡାକ୍ତର ସନଲପ ପଟ୍ଟନାୟକ ଶିଶୁକୁ ଚିକିତ୍ସା କରିବା ନେଇ ଅନଲାଇନରେ ଇଂଜେକସନ ଦେଖି ଡ୍ୟୁଟିରେ ଥିବା ନର୍ସଙ୍କୁ ଶିଶୁକୁ ଇଂଜେକସନ ଦେବାପାଇଁ କହିଥିଲେ । ଇଂଜେକସନ ଦେବାର କିଛି ସମୟ ପରେ ଶିଶୁଟିର ଜୀବନ ଚାଲି ଯାଇଥିବା ପରିବାର ଲୋକେ କହିଛନ୍ତି। ଶିଶୁଟି ମରିଯିବା ପରେ ଡାକ୍ତର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି