ଚିକିତ୍ସାର ହାତ ବଢ଼ାଇଛନ୍ତି ଯୁବ ଡାକ୍ତର

ଔପଦା(ବଡ଼ ଖବର ବ୍ୟୁରୋ): ସହଯୋଗର ହାତ ବଢ଼ାଇଲେ ଯୁବ ଡାକ୍ତର । ଟିକେ ଛୁଟି ପାଇଲେ ବିଭିନ୍ନ ଅଞ୍ଚଳକୁ ଯାଇ ରୋଗୀ ଦେଖିବା ସହ ମାଗଣାରେ ଔଷଧ ବିତରଣ କରନ୍ତି। ବାଲେଶ୍ଵର ଜିଲ୍ଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଦେବଗିରି ପାହାଡ଼ ପାଦ ଦେଶରେ ଥିବା ଛିଞ୍ଚିଡା ଗ୍ରାମର ପବିତ୍ରାଦେବୀ ଶିଶୁ ଭବନରେ ପହଞ୍ଚôଥିଲେ ଯୁବ ଡାକ୍ତର ସୁକାନ୍ତ କୁମାର ସାହୁ।

ଶିଶୁ ଭବନର ସମସ୍ତ ଛାତ୍ରଛାତ୍ରୀମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣାରେ ଔଷଧ ବିତରଣ କରିଥିଲେ । ଯୁବ ଡାକ୍ତରଙ୍କ ସହ ଧର୍ମିଣୀ ତଥା ଶିକ୍ଷୟିତ୍ରୀ ଗାୟତ୍ରୀ ସାହୁ ଛାତ୍ର ଛାତ୍ରୀମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’