Masthead

ଚିକିତ୍ସା ନ ପାଇ ବିଧାନସଭା ଆଗରେ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରି ଜୀବନ ହାରିଲେ ଯୁବକ । ବିଭିନ୍ନ ଦାବି ନେଇ ଯୁବକ ଜଣକ ବିଧାନସଭା ଆଗରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଖବର ନେବାରୁ ତାଙ୍କର ପରିଚୟ ମିଳିଥିଲା ।

ଯୁବକ ଜଣକ ହେଉଛନ୍ତି ଦୁଷ୍ମନ୍ତ ଦାସ । ଘର ତାଙ୍କର ଜଗତସିଂହପୁର ଜିଲ୍ଲା କୁଜଙ୍ଗ ପଙ୍କପାଳ ଗାଁର ଦୁଷ୍ମନ୍ତ ଦାସ । ଦୁଷ୍ମନ୍ତଙ୍କର ଅଭିଯୋଗ ଥିଲା ଯେ କଟକ ଏସସିବିରେ ଚିକିତ୍ସା ଅଭାବ ଯୋଗୁ ସେ ଏଭଳି କରିଥିବା କହିଛନ୍ତି । ବର୍ତ୍ତମାନ ଖବର ଆସୁଛି ଯେ ତାଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି