ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଧନୁପାଲି(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଧନୁପାଲି ଗୋବିନ୍ଦତୋଲାରେ ଅଭାବନୀୟ ଘଟଣା । ଯୁବକଙ୍କୁ ନିର୍ମମ ଭାବେ ହାଣି ହତ୍ୟା କଲେ ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି କାଣ୍ଡ ଘଟିଥିବା ସୂଚନା ।

ମୃତ ଯୁବକ ଜଣଙ୍କ ହେଲେ ଦୀପକ ଯାଦକ । ସୋମବାର ବିଳମ୍ବିତ ରାତିରେ ଦୀପକ ଘରକୁ ଫେରୁଥିବା ବେଳେ ୨ଜଣ ଯୁବକ ତାଙ୍କୁ ଆକ୍ରମଣ କରିଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦୀପକଙ୍କୁ ପ୍ରଥମେ ସମ୍ବଲପୁର ଓ ପରେ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ