Masthead

ଯୁବକକୁ ଜିଅନ୍ତା ଜାଳିଦେଲେ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ବିଭତ୍ସ ହତ୍ୟାକାଣ୍ଡ । ଯୁବକକୁ ଖୁଣ୍ଟରେ ବାନ୍ଧି ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସମ୍ପର୍କୀୟ । ଏଭଳି ଅଘଟଣ ଘଟିଛି ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅଧିନ କଦଳୀମୁଣ୍ଡା ଗାଁରେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ସୂଚନା ରହିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ରାଜକିଶୋର ପ୍ରଧାନ । ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଘଟଣା ସ୍ଥଳରୁ ଅଭିଯୁକ୍ତ ଫେରାର ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ