Masthead

ଯୁବକକୁ ଜିଅନ୍ତା ଜାଳିଦେଲେ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ବିଭତ୍ସ ହତ୍ୟାକାଣ୍ଡ । ଯୁବକକୁ ଖୁଣ୍ଟରେ ବାନ୍ଧି ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ସମ୍ପର୍କୀୟ । ଏଭଳି ଅଘଟଣ ଘଟିଛି ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅଧିନ କଦଳୀମୁଣ୍ଡା ଗାଁରେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ସୂଚନା ରହିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ରାଜକିଶୋର ପ୍ରଧାନ । ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଘଟଣା ସ୍ଥଳରୁ ଅଭିଯୁକ୍ତ ଫେରାର ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା