Masthead

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ପିପିଲି (ବଡ ଖବର ବ୍ୟୁରୋ): ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ | ଗଡିଶାଗୋଦା ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଅଭିଯୋଗ । କଥା କଟାକଟିରୁ ବରପଦା ଗ୍ରାମର ଦିଲିପ ମହାପାତ୍ରଙ୍କୁ ହତ୍ୟା | କୈାଣସି କାମରେ ଦିବ୍ୟସିଂହପୁର ପଞ୍ଚାୟତର ବ୍ରାହ୍ମଣପାଟଣା ଯାଇଥିଲେ ଦିଲିପ । ଦିଲିପ ଏକ ଘଟଣାର ମଧ୍ୟସ୍ଥତା କରୁଥିବାରୁ ହତ୍ୟା କରିଯାଇଥିବା ଅଭିଯୋଗ।

ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ ଫଳରେ ମୃତ୍ୟ ବରଣ କରି ରାସ୍ତା କଡରେ ପଡିଥିଲେ ଦିଲିପ । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ଘଟଣାସ୍ଥଳରେ ଗଡିଶାଗୋଦା ପୋଲିସର ତଦନ୍ତ ଜାରି ରହିଛି। ଏବଂ ପୋଲିସ ଜଣଙ୍କୁ ଉଠାଇନେଇ ଅଟକ ରଖି ପଚରାଉଚରା କରୁଛି | ହତ୍ୟା କରାଯାଇଥିବା ଯୁବକ ନାବାଳିକା ଅପହରଣ ମାମଲାରେ ମଧ୍ୟସ୍ଥତା କରିବା ପାଇଁ ଯାଇଥିବା ବେଳେ ଯୁବକକୁ ହତ୍ୟା କରାଯାଇଥିଲା ବୋଲି ଅଭିଯୋଗ ହୋଇଛି । ଏନେଇ କଣାସ ଗଡ଼ିଶାଗୋଦା ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା