Masthead

ଟ୍ରେନ ଧକ୍କାରେ ଯୁବକ ମୃତ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଟେନ ଧକ୍କାରେ ଯୁବକ ମୃତ୍ୟୁ । ମୟୂରଭଞ୍ଜ ଜିଲ୍ଲା ବାରିପଦା ରେଲୱେ ଷ୍ଟେସନ ନିକଟରେ ଟ୍ରେନ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନଗଡିଆ ସାହିର ରବୀନ୍ଦ୍ର ସିଂ । ରାତ୍ରି ପ୍ରାୟ ୩.୩୦ମି. ସମୟରେ ଟ୍ରେନ୍ ଲାଇନରେ ଶୌଚ ହୋଇ ଘରକୁ ଫେରୁଥିବା ସମୟରେ ବାରିପଦା-ଶାଲିମାର ସୁପରଫାଷ୍ଟ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

ଏଭଳି ଦୁଃଖଦ ଘଟଣାରେ କୌଣସି ପୋଲିସ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ନଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ଦେଖାବାକୁ ମିଳିଛି। ମୃତ ଯୁବକ ଜଣକ ଏକ ମୁଟିଆ ଭାବରେ ନିଜର ପରିବାରର ଜୀବନଜୀବିକା ନିର୍ଭରଶୀଳ ଥିବାରୁ ଏବେ ଶୋକାକୁଳ ପରିବାର ଚିନ୍ତାରେ। ଏନେଇ ପରିବାର ଲୋକଙ୍କ ପକ୍ଷରୁ କ୍ଷତି ପୂରଣ ପାଇଁ ପ୍ରଶାସନକୁ ଦାବି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ